ସର୍ପାଘାତ ମୃତ୍ୟୁ ରୋକିବାକୁ ଜନସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସବୁ ସିଡିଏମ୍ଓଙ୍କୁ ନିର୍ଦ୍ଦେଶ
ସବୁ ସ୍ୱାସ୍ଥ୍ୟକେନ୍ଦ୍ରରେ ଆଣ୍ଟିଭେନମ୍ ମହଜୁଦ ରଖିବା ସହ ଔଷଧ ଓ ଟେଷ୍ଟିଂ ମାଗଣା ଯୋଗାଇବାକୁ କୁହାଯାଇଛି। ମେଡିକାଲକୁ ଆସୁଥିବା ସର୍ପାଘାତ ରୋଗୀଙ୍କ ତଥ୍ୟ ପ୍ରତିଦିନ ଦେବେ।