Spread the love

ଅତିରିକ୍ତ ବଜେଟ୍ କୁ ଅନୁମୋଦନ

ଭୁବନେଶ୍ବର: ଓଡ଼ିଶା ମନ୍ତ୍ରୀ ପରିଷଦ ବୈଠକରେ ଅତିରିକ୍ତ ବଜେଟ୍ କୁ ଅନୁମୋଦନ ମିଳିଛି। ଅତିରିକ୍ତ ବଜେଟ୍ ଚିଠା ପ୍ରସ୍ତାବକୁ ଅନୁମୋଦନ ମିଳିଥିବା ସୂଚନା। ନଭେମ୍ବର ୨୮ ତାରିଖରେ ଓଡ଼ିଶା ବିଧାନସଭାରେ ଉପସ୍ଥାପନ ହେବ ୧୦ ହଜାର କୋଟି ଟଙ୍କାର ଅତିରିକ୍ତ ବଜେଟ୍।

Leave a Reply

Your email address will not be published. Required fields are marked *