Spread the love

ପୂରୀ ଜିଲ୍ଲା ଅସ୍ତରଙ୍ଗ ଥାନା ଆଇଆଇସି ସସପେଣ୍ଡ । ଦୁର୍ନୀତିରେ ସଂପୃକ୍ତି ଅଭିଯୋଗରେ ଆଇଆଇସି ରାଜେଶ ବଳିଆରସିଂଙ୍କୁ ସସପେଣ୍ଡ କଲେ ପୋଲିସ ଡିଜି ୱାଇ. ବି ଖୁରାନିଆ । କୋରାପୁଟ ଜିଲ୍ଲା ଜୟପୁର ଥାନାରେ ସେ ସବ ଇନିସ୍ପେକ୍ଟର ଥିବା ବେଳେ ତାଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ ଆସିଥିଲା । ପରବର୍ତ୍ତୀ ସମୟରେ ସେ ଅସ୍ତରଙ୍ଗ ଆଇଆଇସି ଭାବେ ନିଯୁକ୍ତ ହୋଇଥିଲେ ।

ତଦନ୍ତ ରିପୋର୍ଟ ରାଜେଶଙ୍କ ବିରୋଧରେ ଆସିବା ପରେ ପୋଲିସ ଡିଜି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ।

Leave a Reply

Your email address will not be published. Required fields are marked *