Spread the love

ଆଇଏନଟିୟୁସି ଏଆଇଟିୟୁସି ଏଚଏମଏସ ଓ ଅନ୍ୟ ମିଳିତସଂଘ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।

କେନ୍ଦୁଝର ଜିଲ୍ଲାର ଖଣିଜ କ୍ଷେତ୍ର ବଡ଼ବିଲ ପୌରାଞ୍ଚଳ ତଥା ବଡ଼ବିଲ ଥାନା ଅନ୍ତର୍ଗତ ରେ ଆଇଏନଟିୟୁସି ଏଆଇଟିୟୁସି ଏଚଏମଏସ ଓ ଅନ୍ୟ ମିଳିତସଂଘ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି ଏହି ପରିପ୍ରେକ୍ଷୀରେ ଶତାଧିକ ସଂଖ୍ୟାରେ ପୁରୁଷ ଓ ମହିଳା ବିଭିନ୍ନ ସ୍ଲୋଗାନ ମାନ ଦେଇ ଏକ ବିଶାଳ ଶୋଭାଯାତ୍ରାରେ ବଡ଼ବିଲ ସହର ପରିକ୍ରମା କରି ବଡ଼ବିଲ ତହସିଲ କାର୍ଯ୍ୟାଳୟ ପରିସରରେ ପହଞ୍ଚି କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ନୀତି ବିରୁଦ୍ଧରେ ଦୃଢ଼ ପ୍ରତିବାଦ କରିବା ସହ ଦେଶର ପ୍ରଧାନମନ୍ତ୍ରୀ ଙ୍କ ଉଦ୍ଦେଶ୍ୟରେ ଏକ ୧୪ଦଫା ସମ୍ମିଳିତ ଦାବିପତ୍ର ବଡ଼ବିଲ ତହସିଲ କାର୍ଯ୍ୟାଳୟରେ ବଡ଼ବିଲ ଅତିରିକ୍ତ ତହସିଲଦାର ପ୍ରତୀକ୍ଷା ପ୍ରିୟଦର୍ଶିନୀ ଙ୍କୁ ପ୍ରଦାନ୍ କରିଥିବା ଦେଖିବାକୁ ମିଳିଥିଲା।

କେନ୍ଦୁଝର ଜିଲ୍ଲାରୁ ସରୋଜ କୁମାର ମହାପାତ୍ରଙ୍କ ରିପୋର୍ଟ

Leave a Reply

Your email address will not be published. Required fields are marked *