Spread the love

ଢେଙ୍କାନାଳ ଜିଲ୍ଲା ଅନ୍ତର୍ଗତ ଗଁଦିଆ ବ୍ଳକ ଅନ୍ତର୍ଗତ ଷଡ଼ଙ୍ଗୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଷଡ଼ଙ୍ଗୀ ରେ ଆନ୍ତର୍ଜାତୀୟ ନିଶାନିବାରଣ ଦିବସ ବିଦ୍ୟାଳୟ ର‌ ପ୍ରଧାନ ଶିକ୍ଷକ ବିଜୟ କୁମାର ବରାଳ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଜୁନ୍ ମାସ ଛବିଶିତାରିଖ ପୂର୍ବାହ୍ନ ରେ ପାଳନ କରାଯାଇଅଛି। ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ନିଶାନିବାରଣ ପାଇଁ ଶପଥ ପାଠ କରାଇଥିଲେ। ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ କାର୍ଯ୍ୟ କ୍ରମରେ ସହଯୋଗ କରିଥିଲେ।

Leave a Reply

Your email address will not be published. Required fields are marked *