Spread the love

ଭାରତରତ୍ନ ବାବାସାହେବ ଡ.ଭୀମରାଓ ରାମଜୀ ଆମ୍ବେଦକରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ ପରିପ୍ରେକ୍ଷୀରେ ଆଜି ପୂର୍ବାହ୍ନରେ ଏଜି ଛକ ସ୍ଥିତ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ମାନ୍ୟବର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ପୁଷ୍ପମାଲ୍ଯ ଅର୍ପଣ କରିଛନ୍ତି। ନିର୍ଦ୍ଦେଶକ ଶ୍ରୀ ଇନ୍ଦ୍ରମଣି ତ୍ରିପାଠୀଙ୍କ ସମେତ ବହୁ ବିଶିଷ୍ଟ ରାଜନେତା ଉପସ୍ଥିତ ଥିଲେ।

Leave a Reply

Your email address will not be published. Required fields are marked *