Spread the love

ଭୂବନେଶ୍ୱର, ୦୬/୦୮ : ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଜାଲରେ ସମ୍ବଲପୁର ରାଜ୍ୟ ଡ୍ରଗ୍ସ ଟେଷ୍ଟିଂ ଲ୍ୟାବର ପ୍ରିନ୍ସିପାଲ ସାଇଣ୍ଟିଫିକ ଅଫିସର । ଦେବାଶିଷ ପଣ୍ଡାଙ୍କ ଘରେ ରେଡ ଚାଲିଛି । ସମ୍ୱଲପୁର ଘର ଓ ଅଫିସ୍ ସମେତ ୭ଟି ସ୍ଥାନରେ ଚଢାଉ ହେଉଛି । ଭୁବନେଶ୍ୱରର ୪ଟି ଘର ଓ ବ୍ରହ୍ମପୁରରେ ରେଡ ଚାଲିଛି ।

ଚଢ଼ାଉରେ ୪ ଡିଏସପି, ୧୦ ଇନସ୍ପେକ୍ଟର ଓ ୪ ଜଣ ଏଏସଆଇ ସାମିଲ ଅଛନ୍ତି । ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚାଲିଛି ରେଡ୍‌।

Leave a Reply

Your email address will not be published. Required fields are marked *