Warning: Attempt to read property "post_excerpt" on null in /home/jagratbharatnews/public_html/wp-content/themes/newsup/inc/ansar/hooks/hook-index-main.php on line 116
Spread the love

ଇଂଲଣ୍ଡ ବିପକ୍ଷ ସିରିଜ ବିଜୟୀ ଭାରତୀୟ ଦଳକୁ ଅଭିନନ୍ଦନ

 

ଜେ ବି ଏନ, ୦୭/୦୩ /୨୦୨୧, (ରିପୋର୍ଟ, ପ୍ରଦୀପ କୁମାର କାଣ୍ଡି), ନୂଆଦିଲ୍ଲୀ : ଭାରତୀୟ କ୍ରିକେଟ୍ ଦଳ ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜରେ ୩ – ୧ରେ ବିଜୟୀ ହୋଇଥିବାରୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଟିମ୍ ଇଣ୍ଡିଆକୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି । ଏଥିସହିତ ଭାରତ ଆଇସିସି ବିଶ୍ଵ ଟେଷ୍ଟ ଚାମ୍ପିୟନସିପର ଫାଇନାଲରେ ପ୍ରବେଶ କରିଛି । ସେହିପରି ଭାରତ ଆଇସିସି ଟେଷ୍ଟ

ରେଙ୍କିଂର ଶୀର୍ଷ ସ୍ଥାନ ଅଧିକାର କରିଛି । ରାଷ୍ଟ୍ରପତି ଶ୍ରୀ କୋବିନ୍ଦ କହିଛନ୍ତି , ସେ ଉଦ୍‌ଘାଟନ କରିଥିବା ଷ୍ଟାଡିୟମରେ ଭାରତ ପ୍ରଥମ ଦୁଇଟି ଟେଷ୍ଟ ମ୍ୟାଚ୍ ବିଜୟୀ ହୋଇଥିବାରୁ ସେ ଆନନ୍ଦ ଅନୁଭବ କରୁଛନ୍ତି । ଖେଳାଳିମାନଙ୍କ ଉକୃଷ୍ଟ କ୍ରୀଡ଼ା ନୈପୁଣ୍ୟ ପାଇଁ ସେ ସେମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।