ଏପ୍ରିଲ ୧୦ରୁ ଆରମ୍ଭ ହେବ ଯୁକ୍ତ ଦୁଇ ମୂଲ୍ୟାୟନ।
୨ଟି ପର୍ଯ୍ୟାୟରେ ଯୁକ୍ତ ଦୁଇ ଖାତାଦେଖା ।
ଏପ୍ରିଲ ୧୦ରୁ ୨୨ ପ୍ରଥମ ପର୍ଯ୍ୟାୟ ୨୩ରୁ ମେ’ ୭ ଦ୍ୱିତୀୟ ପର୍ଯ୍ୟାୟ । ଉଭୟ ଅନ୍ଲାଇନ ଓ ଅଫ୍ଲାଇନ ଜରିଆରେ ହେବ ମୂଲ୍ୟାୟନ ।
ଖାତାଦେଖା ନେଇ CHSE ପକ୍ଷରୁ ସୂଚନା ଦିଆଯାଇଛି।