ଏପ୍ରିଲ ୩ରୁ ନୂଆ ଶିକ୍ଷା ବର୍ଷ ପାଇଁ ପାଠପଢ଼ା ଆରମ୍ଭ ହେବ
।
ପାଠପଢ଼ା ଆରମ୍ଭ ନେଇ ଗଣଶିକ୍ଷା ବିଭାଗ ମନ୍ତ୍ରୀ ସମୀର ଦାଶଙ୍କ ସୂଚନା। ଏପ୍ରିଲ ୩ରୁ ୮ ପର୍ଯ୍ୟନ୍ତ ସବୁ ସ୍କୁଲର ଆଡମିଶନ୍ ପ୍ରକ୍ରିୟା ଚାଲିବ।