Spread the love

ଭୂବନେଶ୍ବର : ଅରୁଣାଚଳ ପ୍ରଦେଶରେ ପ୍ରାଣବଳି ଦେଇଥିବା ଓଡ଼ିଆ ଯବାନଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନିଜର ସୋସିଆଲ ମିଡିଆ ହ୍ୟାଣ୍ଡେଲ ‘ଏକ୍ସରେ’ ଶୋକବ୍ୟକ୍ତ କରିବା ସହ ତାଙ୍କ ଶୋକସନ୍ତପ୍ତ ପରିବାର ପ୍ରତି ଗଭୀର ସମବେଦନା ଜଣାଇଛନ୍ତି ।

With deep sorrow, we mourn the loss of Havildar Raj Kishore Munda of 6th Battalion, Bihar Regiment, a proud son of #Odisha from #Keonjhar . He made the ultimate sacrifice in the line of duty at Tawang, Arunachal Pradesh.

Leave a Reply

Your email address will not be published. Required fields are marked *