କ୍ଷମା ମାଗିଲେ କୁଳପତି
ରାଷ୍ଟ୍ରପତିଙ୍କ ଭାଷଣରେ ଅନ୍ଧାର ନେଇ କ୍ଷମା ମାଗିଲେ କୁଳପତି।
MSCBU କୁଳପତି ପ୍ରଫେସର ସନ୍ତୋଷ ତ୍ରିପାଠୀ କ୍ଷମା ମାଗିଲେ ।
ଏଭଳି ତ୍ରୁଟି ପାଇଁ ମୁଁ ନିଜେ ନିଜକୁ ଦାୟୀ କରୁଛି- କୁଳପତି । ବିଲଡିଂ ଇଡକୋ ତିଆରି କରିଥିଲା, ଜେନେରେଟର ବି ସଜାଡ଼ିଥିଲା’।