Spread the love

ଭୁବନେଶ୍ୱର: ଗଣଶିକ୍ଷା ବିଭାଗ ମନ୍ତ୍ରୀ ଓ ସତିବଙ୍କ ସହ ପ୍ରାଥମିକ ଶିକ୍ଷକ ସଂଘ କର୍ମକର୍ତ୍ତାଙ୍କ ଆଲୋଚନା ହୋଇଛି । ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାରାଣ୍ଡିଙ୍କ ପୌରହିତ୍ୟରେ ହୋଇଥିବା ଏହି ଆଲୋଚନାରେ ବିଭାଗୀୟ ସଚିବ, ଆଶ୍ୱଥି ଏସ୍ ଏବଂ ସମଗ୍ର ଶିକ୍ଷାର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀଯୁକ୍ତ ଅନୁପମ ସାହାଙ୍କ ଉପସ୍ଥିତିରେ ପ୍ରାଥମିକ ଶିକ୍ଷକ ସଂଘର କର୍ମକର୍ତ୍ତାମାନେ 3 ଦଫା ସମ୍ବଳିତ ଦାବି ଉପସ୍ଥାପନ କରିଥିଲେ ।

ପୁଙ୍ଖାନୁପୁଙ୍ଖ ଆଲୋଚନା ପୂର୍ବକ ସମସ୍ତ ଦାବି ଗୁଡ଼ିକୁ ଆନ୍ତଃମନ୍ତ୍ରୀ ସ୍ତରୀୟ ବୈଠକରେ ଉପସ୍ଥାପନ କରାଯିବ ଏବଂ ଅନ୍ୟାନ୍ୟ ଆନୁଷଙ୍ଗିକ ଦାବି ସମ୍ପର୍କରେ ତ୍ୱରିତ ପଦକ୍ଷେପ ଗ୍ରହଣ କରିଯିବା ସମ୍ପର୍କରେ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା ।

ସୋର୍ସ news

Leave a Reply

Your email address will not be published. Required fields are marked *