Spread the love

ଜରି ଗ୍ରାମର ମଠ ସାହିରେ ମହାମନ୍ତ୍ରରେ ଅଷ୍ଟପ୍ରହରୀ ନାମ ସଂକୀର୍ତ୍ତନ

ଯାଜପୁର __ ଯାଜପୁର ଜିଲ୍ଲା ବିଞ୍ଝାରପୁର ବ୍ଳକ ଅନ୍ତର୍ଗତ ଜରି ପଞ୍ଚାୟତର ମଠସାହି କୀର୍ତ୍ତନ ମଣ୍ଡଳୀ ପକ୍ଷରୁ ଅଷ୍ଟପ୍ରହରୀ ନାମ ସଂକୀର୍ତ୍ତନ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି।ପ୍ରଥମ ଦିନରେ ଅଧିବାସ ଦ୍ବିତୀୟ ଦିନରେ ନାମ ଯଜ୍ଞ ଏବଂ ତୃତୀୟ ଦିନରେ ନଗର ପରିକ୍ରମା ପାଳିତ ହୋଇଯାଇଛି।ଏହି ତିନିଦିନରେ ସମସ୍ତଙ୍କ ଘରକୁ ବନ୍ଧୁ ବାନ୍ଧବ ଆସିଥାନ୍ତି ଓ ସମସ୍ତେ ଏକତ୍ରିତ ହୁଅନ୍ତି।ଏଥିରେ ଏକ ସୁନ୍ଦର ଆଧ୍ୟାତ୍ମିକ ବାତାବରଣ ସୁଷ୍ଟି ହୋଇଥାଏ।ଏସମସ୍ତ କାର୍ଯ୍ୟକ୍ରମକୁ ଜରୀବାଙ୍କ ମଠସାହି କୀର୍ତ୍ତନ ମଣ୍ଡଳୀ ପକ୍ଷରୁ ପ୍ରତିବର୍ଷ ଅନୁଷ୍ଠିତ ହୋଇଥାଏ।ଯାଜପୁର ରୁ ସରୋଜ କୁମାର ସାହୁଙ୍କ ରିପୋର୍ଟ ଜାଗ୍ରତ ଭାରତ ନ୍ୟୁଜ

Leave a Reply

Your email address will not be published. Required fields are marked *