Spread the love

ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଆତ୍ମହତ୍ୟା ଉଦ୍ୟମ

ଢେ଼ଙ୍କାନାଳ – ଆଜି ଢେ଼ଙ୍କାନାଳ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଥିଲେ। ଢେଙ୍କାନାଳ ସଦର ଥାନା ବଳରାମପୁର ଗ୍ରାମର ଶ୍ରୀକାନ୍ତ ଜେନାଙ୍କ ପତ୍ନୀ କମଳା ଜେନା…. ଜାଗା ବାଡ଼ିକୁ କେନ୍ଦ୍ରକରି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଆଜି ମଧ୍ୟାହ୍ନ ସମୟରେ ଉକ୍ତ ମହିଳା ନିଜ ଦେହରେ ପେଟ୍ରୋଲ ଢାଳି ଆତ୍ମହତ୍ୟା ଉଦ୍ୟମ କରିଥିବା ବେଳେ ଘଟଣା ସ୍ଥଳରେ ଟାଉନ ପୋଲିସ ପହଞ୍ଚି ତାଙ୍କୁ ଉଦ୍ଧାର କରିଥିଲେ।

Leave a Reply

Your email address will not be published. Required fields are marked *