Warning: Attempt to read property "post_excerpt" on null in /home/jagratbharatnews/public_html/wp-content/themes/newsup/inc/ansar/hooks/hook-index-main.php on line 116
Spread the love

ଟୁରିଜିମ୍ ପାର୍କର ଭିତ୍ତି ପ୍ରସ୍ତର ସ୍ଥାପନ

ଜେ ବି ଏନ, ୨୪/୧୨/୨୦୨୦, (ରିପୋର୍ଟ, ଚୈତନ୍ୟ ସାହୁ), ଅନୁଗୋଳ :ଅନୁଗୋଳ ଜିଲ୍ଲାର ଛେଣ୍ଡିପଦା ନିର୍ବାଚନ ମଣ୍ଡଳୀ ର ବଡହିଂସର ଗ୍ରାମ ପଂଚାୟତ ରେ ଟୁରିଜିମ ପାର୍କ ର ଭିତ୍ତି ପ୍ରସ୍ତର ସ୍ଥାପନ I

 

ଛେଣ୍ଡିପଦା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବଡ଼ହିଂସର ଗ୍ରାମପଞ୍ଚାୟତର ଟୁରିଜିମ୍ ପାର୍କର ଭିତ୍ତି ପ୍ରସ୍ତର ସ୍ଥାପନରେ ଛେଣ୍ଡିପଦା ନିର୍ବାଚନ ମଣ୍ଡଳୀ ର ବିଧାୟକ ଶ୍ରୀଯୁକ୍ତ ସୁଶାନ୍ତ କୁମାର ବେହେରା ଯୋଗ ଦେବା ସହିତ ସମୀକ୍ଷା କରିଥିଲେ I