Spread the love

ଦୁର୍ନୀତି ନିବାରଣ ସଚେତନତା ସପ୍ତାହ: ସରକାରୀ କର୍ମଚାରୀଙ୍କୁ ଶପଥ ପାଠ କରାଇଲେ ମୁଖ୍ୟମନ୍ତ୍ରୀ

ଦୁର୍ନୀତି ମୁକ୍ତ ରାଜ୍ୟ ଗଠନ କରିବା ଦିଗରେ ସରକାର ତତ୍ପରତା ଦେଖାଇଛନ୍ତି। ଦୁର୍ନୀତି ମୁକ୍ତ ରାଜ୍ୟ ଗଠନ ପାଇଁ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ୨୦୨୩ ଆରମ୍ଭ ହୋଇଛି। ଲୋକସଭା ଭବନରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଇଁ ରାଜ୍ୟସ୍ତରୀୟ ସମାରୋହ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପସ୍ଥିତରେ ଦୁର୍ନୀତି ନିବାରଣ ପାଇଁ ଶପଥ ପାଠ କରାଯାଇଛିଛି।

ସରକାରୀ କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶପଥ ପାଠ କରାଇଛନ୍ତି।

Leave a Reply

Your email address will not be published. Required fields are marked *