ଜୁନ୍ ୨୧ରେ ନିଟ୍ ପରୀକ୍ଷାର୍ଥୀଙ୍କ ପାଇଁ ନିଃଶୁଳ୍କ ବସ୍ ସେବା ପ୍ରଦାନ କରାଯିବ । ଅନୁଗୁଳର ପ୍ରମୁଖ ରେଳ ଷ୍ଟେସନ ଏବଂ ବସଷ୍ଟାଣ୍ଡରୁ ପରୀକ୍ଷା କେନ୍ଦ୍ର ପର୍ଯ୍ୟନ୍ତ ବସ୍ ସେବା ଉପଲବ୍ଧ ହେବ । ପରୀକ୍ଷାର୍ଥୀ ପ୍ରବେଶ ପତ୍ର (Admit Card) ଦେଖାଇ ଏହି ସୁବିଧାର ଲାଭ ଉଠାଇପାରିବେ।