ନିରଞ୍ଜନ ପୂଜାରିଙ୍କୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ଦାୟିତ୍ବ
ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରିଙ୍କୁ ସ୍ବାସ୍ଥ୍ୟ ବିଭାଗ ଦାୟିତ୍ବ।
ନବ ଦାସଙ୍କ ମୃତ୍ୟୁ ପରେ ଅର୍ଥମନ୍ତ୍ରୀ ନିରଞ୍ଜନଙ୍କୁ ଦାୟିତ୍ବ ଦିଆଯାଇଛି।