Spread the love

ପଲ୍ଲୀରେ ପ୍ରଶାସନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି

ବିଷୟ ___ ଆଳି ବ୍ଳକ ଅନ୍ତର୍ଗତ ପଣସଗଣ୍ଡ ପଞାୟତର ରାଜୀବଗାନ୍ଧୀ ସେବାକେନ୍ଦ୍ର ଠାରେ ପଲ୍ଲୀରେ ପ୍ରଶାସନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏହି ଉପଲକ୍ଷେ ଆୟୋଜିତ ସଭାରେ ସରପଞ୍ଚ ଉର୍ମିଳା ମଲ୍ଲିକଙ୍କ ସଭାପତିତ୍ବରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଜକନିକା ବ୍ଲକ ବିଡ଼ିଓ ରବିନାରାୟଣ ଆଚାର୍ଯ୍ୟ, ଅତିରିକ୍ତ ତହସିଲଦାର ଧନେଶ୍ୱର ପ୍ରଧାନ, ସରପଞ୍ଚଙ୍କ ପ୍ରତିନିଧି ଅର୍ଜ୍ଜନ ଚରଣ ମଲ୍ଲିକ, ପ୍ରାକ୍ତନ ସମିତି ସଭ୍ୟା କମଳିନୀ ମଲ୍ଲିକ,ଚରପଡା ରାଜସ୍ବ ନିରୀକ୍ଷକ ଆର୍ଯ୍ୟକୁମାର, ଅଙ୍ଗନବାଡ଼ି ଶିକ୍ଷୟିତ୍ରୀ କଢରାଣୀ ନାୟକ ,ଜିଆରସିସି ଜୟପ୍ରଦ ଦାସ,ବିଭୁତି ଭୂଷଣ ପ୍ରମୁଖ ଯୋଗଦେଇ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

ବ୍ୟୁରୋ ରିପୋର୍ଟ ଜାଗ୍ରତ ଭାରତ ନ୍ୟୁଜ

Leave a Reply

Your email address will not be published. Required fields are marked *