Warning: Attempt to read property "post_excerpt" on null in /home/jagratbharatnews/public_html/wp-content/themes/newsup/inc/ansar/hooks/hook-index-main.php on line 116
Spread the love

ପାଣି ପାଇଁ ହନ୍ତସନ୍ତ ହେଉଛନ୍ତି ଗ୍ରାମବାସୀ

 

ଜେ ବି ଏନ, ୦୫/୦୪ /୨୦୨୧, (ରିପୋର୍ଟ, ସୁଶାନ୍ତ କୁମାର ସାମଲ), ଢେଙ୍କାନାଳ : ଢେଙ୍କାନାଳ ଜିଲ୍ଲା କଙ୍କଡ଼ାହାଡ଼ ଗ୍ରାମରେ ପାନୀୟ ଜଳ ସମସ୍ୟା ଦେଖାଦେଇଛି l ଢେଙ୍କାନାଳ ଜିଲ୍ଲା କଙ୍କଡ଼ାହାଡ଼ ଗ୍ରାମ ହରିଜନ ସାହି ରେ ପାନୀୟ ଜଳ ପାଇଁ ବୋରିଂ ପାଣି ଉପରେ ଭରସା ଥିବା ବେଳେ ବୋରିଂ ପାଣି ଜିଲ୍ଲାପାଳ ଙ୍କ ଦ୍ୱାରସ୍ଥ ହୋଇଛନ୍ତି l ଗ୍ରାମର ହରିଜନ ସାହିର ମହିଳା ମାନେ ଜିଲ୍ଲାପାଳ ଙ୍କ ଦ୍ୱାରସ୍ଥ ହୋଇ ଲିଖିତ ଅଭିଯୋଗ କରିଛନ୍ତି l