Spread the love

ସଫେଇ କର୍ମଚାରୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା । ଲୋକସେବା ଭବନରେ ‘ଗରିମା’ କାର୍ଯ୍ୟକ୍ରମରେ ସିଏମ୍‌ଙ୍କ ଘୋଷଣା । ୧୦ ଲକ୍ଷର ଜୀବନବୀମା ପାଇବେ ସଫେଇ କର୍ମଚାରୀ । ସବୁ ସୁରକ୍ଷା ସତ୍ତ୍ବେ କର୍ମକ୍ଷେତ୍ରରେ ମୃତ୍ୟୁ ହେଲେ ପରିବାରକୁ ୩୦ ଲକ୍ଷ ମିଳିବ। ସମସ୍ତ ସଫେଇ କର୍ମଚାରୀଙ୍କୁ ମୋବାଇଲ୍‌ ଦେବେ ସରକାର।

ସହରୀ ପିଏମ୍‌ ଆବାସ ଯୋଜନାରେ ସଫେଇ କର୍ମୀଙ୍କୁ ମିଳିବ ଛାତ ଘର।

Leave a Reply

Your email address will not be published. Required fields are marked *