Spread the love

ଅର୍ଥମନ୍ତ୍ରୀ ଶ୍ରୀଯୁକ୍ତ ବିକ୍ରମ କେଶରୀ ଆରୁଖ ଅତିରିକ୍ତ ବଜେଟ୍‌ ୨୦୨୩-୨୪ ସମ୍ବଳିତ ବଜେଟ ପୁସ୍ତିକା ଏବଂ ପେନ୍‌ଡ୍ରାଇଭ୍‌ ମାନ୍ୟବର ବାଚସ୍ପତି ଶ୍ରୀମତୀ ପ୍ରମିଳା ମଲ୍ଲିକଙ୍କୁ ବିଧାନସଭା ପ୍ରକୋଷ୍ଠରେ ପ୍ରଦାନ କରିଛନ୍ତି।

Leave a Reply

Your email address will not be published. Required fields are marked *