Spread the love

ମହାନ୍ ଜନନାୟକ ବିଜୁ ପଟ୍ଟନାୟକଙ୍କ ରାଜ୍ଯସ୍ତରୀୟ ଶ୍ରାଦ୍ଧୋତ୍ସବରେ ଆଭାସୀ ମାଧ୍ୟମରେ ଯୋଗଦେଇ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ବିଜୁବାବୁଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ବିଜୁବାବୁଙ୍କ ଜୀବନୀ ହେଉଛି ଆଧୁନିକ ଓଡ଼ିଶାର ବିକାଶର ଇତିହାସ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଜୟଦେବ ଭବନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ @IPR_Odisha ମନ୍ତ୍ରୀ ଶ୍ରୀ ପ୍ରଦିପ କୁମାର ଅମାତ, @SSEPD2 ମନ୍ତ୍ରୀ ଶ୍ରୀ ଅଶୋକ କୁମାର ପଣ୍ଡାଙ୍କ ସମେତ ବିଶିଷ୍ଟ ଅତିଥିମାନେ ଯୋଗ ଦେଇ ବିଜୁବାବୁଙ୍କ ଜୀବନ ସମ୍ପର୍କରେ ଆଲୋକପାତ କରିଥିଲେ। ବିଭାଗୀୟ ନିର୍ଦ୍ଦେଶକ ଶ୍ରୀ ଇନ୍ଦ୍ରମଣି ତ୍ରିପାଠୀ ସ୍ବାଗତ ଭାଷଣ ପ୍ରଦାନ କରିଥିଲେ।

Leave a Reply

Your email address will not be published. Required fields are marked *