Spread the love

ବିଜୁ ବାବୁଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ବିଜୁ ବାବୁଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ବିଧାନସଭା ପରିସରରେ ଶ୍ରଦ୍ଧାଜ୍ଞଳି ଜଣାଇଲେ ମୁଖ୍ୟମନ୍ତ୍ରୀ । ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, କେଭି ସିଂହଦେଓ ଶ୍ରଦ୍ଧାଞ୍ଜଳି ଜଣାଇଲେ । ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ, ପ୍ରମିଳା ମଲ୍ଲିକ ଉପସ୍ଥିତ ।

Leave a Reply

Your email address will not be published. Required fields are marked *