Spread the love

ଭାରସାମ୍ୟ ହରାଇ ପୋଲ ତଳକୁ ଖସିଲା ଟ୍ରକ ଡ୍ରାଇଭର ଗୁରୁତର

କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ ଦେଇ ଯାଇଥିବା ୪୯ ନଂ ଜାତୀୟ ରାଜପଥ ନିକଟ ବୈତରଣୀ ନଦୀ ତୁରୁମୁଙ୍ଗା ପୋଲରୁ ଭାରସାମ୍ୟ ହରାଇ ଏକ ଦାନା ବୋଝେଇ ଟ୍ରକ ୪୦ ଫୁଟ୍ ତଳକୁ ଖସି ପଡ଼ିବାରୁ ଫଳରେ ଗାଡ଼ି ଚାଳକ ଗୁରୁତର ଆହତ ହୋଇଥିଲେ ସ୍ଥାନୀୟ ଲୋକେ ଉଦ୍ଧାର କରି ତୁରନ୍ତ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତତ କରିଥିଲେ ଗାଡ଼ି ଚାଳକଙ୍କ ଏପର୍ଯ୍ୟନ୍ତ ପରିଚୟ ମିଳିପାରିନାହିଁ ତୁରନ୍ତ ଖବର ପାଇ ଚଢେଇ ଭୋଳ ଫାଣ୍ଡି ପୋଲିସ ଘଟଣାସ୍ଥଳରେ ପହି
ଗାଡ଼ି ଟିକୁ ଜବତ କରିବା ସହିତ ତଦନ୍ତ ଆରମ୍ଭ କରିଛି ।

କେନ୍ଦୁଝର ଜିଲ୍ଲା ରତି ରଞ୍ଜନ ବାରିକ୍ ଶହ ପାଟଣା ବ୍ଲକ ଦଶରଥ ବାରିକ୍ ଙ୍କ ରିପୋର୍ଟ ଜାଗ୍ରତ ଭାରତ ନ୍ୟୁଜ୍

Leave a Reply

Your email address will not be published. Required fields are marked *