Spread the love

ଭୁବନେଶ୍ୱର ବରମୁଣ୍ଡା ଆନ୍ତଃରାଜ୍ୟ ବସ୍‌ ଟର୍ମିନାଲରେ ହେବ ଦୋକାନ ବଣ୍ଟନ। ସୂଚନା ଦେଲେ ବିଡିଏ ଭାଇସ୍‌ ଚେୟାରମ୍ୟାନ ଡ ଏନ୍ ତିରୁମାଲା ନାଏକ ।

୧୦ ଦିନ ଭିତରେ ୧୨୦ ଦୋକାନୀଙ୍କୁ ଲଟେରୀ ମାଧ୍ୟମରେ ଆବଣ୍ଟନ ।ଦୋକାନୀଙ୍କ ମଧ୍ୟରେ ଟିକେ ଅନ୍ତର୍ଦ୍ବନ୍ଦ୍ବ ଥିଲା, ଯାହା ଏବେ ଦୂର ହୋଇଛି । ପୁରୁଣା ବସ୍ ଷ୍ଟାଣ୍ଡରେ ଦୋକାନ ଦେଇଥିବା ଦୋକାନୀଙ୍କୁ ଦିଆଯିବ ଦୋକାନ ।

Leave a Reply

Your email address will not be published. Required fields are marked *