ବୌଦ୍ଧ:ଯାତ୍ରୀବାହୀ ବସକୁ ମୁହାଁମୁହିଁ ପିଟିଲା ଟ୍ରକ୍ । ୧୫ ଜଣ ଆହତ ହୋଇଥିବା ବେଳେ ୫ ଜଣ ଗୁରୁତର ଅଛନ୍ତି । ଆହତମାନଙ୍କୁ ତୁରନ୍ତ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି । ମଙ୍ଗଳବାର ବିଳମ୍ବିତ ରାତିରେ ପୁରୁଣାକଟକ ଥାନା ଚାରିଛକ ନିକଟରେ ଏହି ଦୁର୍ଘଟଣା ଘଟିଥିଲା ।