Spread the love

ଜଳସେଚନ ବ୍ୟବହାର ବୃଦ୍ଧି କରି ମହାନଦୀ ଡେଲଟା ଷ୍ଟେଜ୍-୧ ଓ ଷ୍ଟେଜ୍-୨ ଅଧୀନରେ କରାଯାଉଥିବା ରବି ଚାଷ ଉତ୍ପାଦନ ବୃଦ୍ଧି କରାଯିବା ସମ୍ପର୍କରେ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ଏକ-ଦିବସୀୟ କର୍ମଶାଳା କୃଷି ଭବନଠାରେ ଅନୁ​ଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନା ଉଦ୍‌ଘାଟନ କରିଥିଲେ।

Leave a Reply

Your email address will not be published. Required fields are marked *

You missed