Spread the love

ଭାରତରତ୍ନ ବାବାସାହେବ ଡକ୍ଟର ଭୀମରାଓ ରାମଜୀ ଆମ୍ବେଦକରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ

ଜୟଦେବ ଭବନରେ ଅନୁଷ୍ଠିତ ହୋଇଛି। ଏଥିରେ ଆଇଟି ଏବଂ କ୍ରୀଡା ଓ ଯୁବସେବା ମନ୍ତ୍ରୀ ଶ୍ରୀ ତୁଷାରକାନ୍ତି ବେହେରା ଯୋଗଦେଇ ସାମାଜିକ ନ୍ୟାୟ ପ୍ରତିଷ୍ଠା କ୍ଷେତ୍ରରେ ବାବାସାହେବ ଅଗ୍ରଦୂତ ଥିଲେ ବୋଲି କହିଥିଲେ।

ବିଭାଗୀୟ ନିର୍ଦ୍ଦେଶକ ଶ୍ରୀ ଇନ୍ଦ୍ରମଣି ତ୍ରିପାଠୀ ସ୍ବାଗତ ଭାଷଣ ପ୍ରଦାନ କରି ସମତା ଭିତ୍ତିକ ସମାଜ ପ୍ରତିଷ୍ଠାରେ ଡକ୍ଟର ଅମ୍ବେଦକର ରୂପକାର ଥିଲେ ବୋଲି ମତବ୍ୟକ୍ତ କରିଥିଲେ। ଓଡିଶା ପ୍ରସଙ୍ଗ ସମ୍ପାଦକ ଶ୍ରୀମତୀ କସ୍ତୁରୀ ମହାପାତ୍ର ଏବଂ ଅନ୍ଯାନ୍ଯ ବିଶିଷ୍ଟ ଅତିଥିମାନେ ବାବାସାହେବଙ୍କ ଜୀବନାଦର୍ଶ ଉପରେ ଆଲୋକପାତ କରିଥିଲେ।

Leave a Reply

Your email address will not be published. Required fields are marked *