Spread the love

ଚନ୍ଦ୍ର ଅଭିଯାନର ସଫଳତା ପରେ ଆଜି ଭାରତ ଆରମ୍ଭ କରିଛି ସୂର୍ଯ୍ୟ ଅଭିଯାନ । ସତୀଶ ଧାୱନ ସ୍ପେଶ ସେଣ୍ଟରରୁ ଆଦିତ୍ୟ ଏଲ ୱାନକୁ ପ୍ରେରଣ କରିଛି ଇସ୍ରୋ । ଆଦିତ୍ୟ ଏଲ-ୱାନକୁ ନେଇ ମହାକାଶକୁ ଗଲା ପିଏସଏଲଭି-ଏକ୍ସଏଲ ରକେଟ୍ । ସୂର୍ଯ୍ୟଯାନ ଉତକ୍ଷେପଣର ୧୨୭ ଦିନ ଯାତ୍ରା କରିବା ପରେ ୧୫ ଲକ୍ଷ କିଲୋମିଟର ଲେଙ୍ଗରେଜିୟନ ପଏଣ୍ଟରେ ପହଞ୍ଚିବ ।

Leave a Reply

Your email address will not be published. Required fields are marked *