Warning: Attempt to read property "post_excerpt" on null in /home/jagratbharatnews/public_html/wp-content/themes/newsup/inc/ansar/hooks/hook-index-main.php on line 116
Spread the love

ଶ୍ରୀ ବୁଟା ସିଂଙ୍କ ଦେହାନ୍ତରେ ପ୍ରଧାନମନ୍ତ୍ରୀଙ୍କ ଶୋକ

ଶ୍ରୀ ବୁଟା ସିଂଙ୍କ ଦେହାନ୍ତରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ।

 

ଏକ ଟ୍ଵିଟରେ ଶ୍ରୀ ମୋଦୀ କହିଛନ୍ତି, “ଶ୍ରୀ ବୁଟା ସିଂ ଜୀ ଜଣେ ଅଭିଜ୍ଞ ପ୍ରଶାସକ ଏବଂ ଗରୀବଙ୍କ ତଥା ନିଷ୍ପେସିତଙ୍କ କଲ୍ୟାଣ ପାଇଁ ପ୍ରଭାବଶାଳୀ ସ୍ୱର ଉତ୍ତୋଳନ କରୁଥିଲେ । ତାଙ୍କର ଦେହାନ୍ତରେ ମର୍ମାହତ । ତାଙ୍କ ପରିବାର ଏବଂ ସମର୍ଥକଙ୍କ ପ୍ରତି ମୋର ସମବେଦନା” ।