ସଂସଦର ଅଧିବେଶନ:ଡାକିଲେ କେନ୍ଦ୍ର ସରକାର
ସଂସଦର ସ୍ୱତନ୍ତ୍ର ଅଧିବେଶନ ଡାକିଲେ କେନ୍ଦ୍ର ସରକାର । ସେପ୍ଟେମ୍ବର ୧୮ରୁ ୨୨ ଯାଏଁ ବସିବ ସ୍ୱତନ୍ତ୍ର ଅଧିବେଶନ । ସ୍ୱତନ୍ତ୍ର ଅଧିବେଶନରେ ରହିବ ୫ଟି କାର୍ଯ୍ୟ ଦିବସ । ସୂଚନା ଦେଲେ ସଂସଦୀୟ ବ୍ୟାପାର ମନ୍ତ୍ରୀ ।