Spread the love

ଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ସ୍ୱରୂପ ନାୟକଙ୍କର ଆଜି ପରଲୋକ ହୋଇଯାଇଛି। ଦୀର୍ଘ ଦିନ ଧରି ସେ କ୍ୟାନସରରେ ପୀଡ଼ିତ ଥିଲେ। କଟକର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୭୬ ବର୍ଷ ହୋଇଥିଲା।  ସଙ୍ଗୀତ ନିର୍ଦ୍ଦେଶକ ସ୍ୱରୂପ ନାୟକଙ୍କ ପରଲୋକ । ସେ ଦୀର୍ଘଦିନ ଧରି କ୍ୟାନ୍ସରରେ ପୀଡିତ ଥିଲ।

Leave a Reply

Your email address will not be published. Required fields are marked *