ସରକାରଙ୍କ ବିରୋଧରେ କଂଗ୍ରେସ ଆଣିଲା ଅନାସ୍ଥା ପ୍ରସ୍ତାବ । କଂଗ୍ରେସ ବିଧାୟକ ଦଳ ନେତା ବାଚସ୍ପତିଙ୍କୁ ଦେଲେ ଚିଠି। ସିପିଏମ୍ ବିଧାୟକ ଲକ୍ଷ୍ମଣ ମୁଣ୍ଡାଙ୍କ ସମର୍ଥନ ଥିବା ସୂଚନା । ବିଧାନସଭା ସଚିବଙ୍କ ଜରିଆରେ କଂଗ୍ରେସ ଆଣିଲା ଅନାସ୍ଥା ।