Spread the love

ସୂର୍ଯ୍ୟ ମିଶନ ଆଦିତ୍ୟ L-1କୁ ନେଇ ଇସ୍ରୋର ଆଉ ଏକ ସଫଳତା।

ପୃଥିବୀ ଚାରିପଟେ ତୃତୀୟ କକ୍ଷପଥ ଅତିକ୍ରମ କଲା ଆଦିତ୍ୟ L-1।
ରାତି ୨ଟା ୩୦ ମିନିଟ ସମୟରେ କକ୍ଷପଥ ପରିବର୍ତ୍ତନ।
ଚତୁର୍ଥ କକ୍ଷପଥରେ ପ୍ରବେଶ କଲା ସୂର୍ଯ୍ୟ ମିଶନ ଆଦିତ୍ୟ L-1।
ଚତୁର୍ଥ କକ୍ଷପଥ ପ୍ରବେଶ ନେଇ ଇସ୍ରୋ ପକ୍ଷରୁ ଟ୍ବିଟ ଯୋଗେ ସୂଚନା।
ପୃଥିବୀଠୁ ୭୧,୭୬୭ କିମି ଦୂରରେ ବୁଲୁଛି ଆଦିତ୍ୟ L-1।
ଆସନ୍ତା ୧୫ ତାରିଖରେ ବଦଳାଇବ ଚତୁର୍ଥ କକ୍ଷପଥ।

Leave a Reply

Your email address will not be published. Required fields are marked *