Spread the love

ଦିଲ୍ଲୀ,୨/୮: ସେପ୍ଟେମ୍ବର ୯ତାରିଖରେ ହେବ ଉପରାଷ୍ଟ୍ରପତି ନିର୍ବାଚନ । ଏନେଇ ଆଜି ନିର୍ବାଚନ କମିଶନ ତାରିଖ ଘୋଷଣା କରିଛନ୍ତି । ଏନେଇ ଅଗଷ୍ଟ ୭ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇବ । ଅଗଷ୍ଟ ୨୧ ପର୍ଯ୍ୟନ୍ତ ନାମାକଙ୍କନ ଦାଖଲ କରି ପାରିବେ । ଏହାପରେ ୨୨ରେ ଯାଞ୍ଚ ହେବ । ଅଗଷ୍ଟ ୨୫ରେ ନାମାଙ୍କନ ଦାଖଲର ଶେଷ ତାରିଖ ରହିଛି ।

ସେପ୍ଟେମ୍ବର ୯ତାରିଖ ଦିନ ସକାଳ ୧୦ଟାରୁ ସନ୍ଧ୍ୟା ୫ଟାରୁ ଭୋଟ୍‍ ଗ୍ରହଣ କରାଯିବ । ଉପରାଷ୍ଟ୍ରପତି ପଦରୁ ଜଗଦୀପ୍‍ ଧନଖଡ ଇସ୍ତଫା ଦେବା ପରେ ଏହି ପଦବୀ ଖାଲି ପଡିଛି ।

Leave a Reply

Your email address will not be published. Required fields are marked *