Spread the love

ସ୍ୱାଧୀନତା ସଂଗ୍ରାମୀ ସାରଙ୍ଗଧର ଦାଶଙ୍କ ଜନ୍ମ ଜୟନ୍ତୀ ପାଳିତ

ଢେଙ୍କାନାଳ:ଆଜି ପୂର୍ବାହ୍ନରେ ବଳରାମ ମନ୍ଦିର ନିକଟସ୍ଥ ସ୍ୱାଧୀନତା ସଂଗ୍ରାମୀ ସାରଙ୍ଗଧର ଦାଶ ଙ୍କ ପ୍ରତିମୂର୍ତ୍ତିରେ ତାଙ୍କ ଜନ୍ମ ଜୟନ୍ତୀ ଅବସରରେ ଜିଲ୍ଲାପାଳ ଶ୍ରୀ ସରୋଜ କୁମାର ସେଠୀ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି l ଏହି ଶ୍ରଦ୍ଧାଞ୍ଜଳି ଜ୍ଞାପନ ରେ ଅତିରିକ୍ତ ଜିଲ୍ଲାପାଳ (ସାଧାରଣ )ଶ୍ରୀ ରମେଶ ଚନ୍ଦ୍ର ସେଠି ଉପସ୍ଥିତ ଥିଲେ l

Leave a Reply

Your email address will not be published. Required fields are marked *