Spread the love

ବିଧାନସଭା ବଜେଟ୍‌ ଅଧିବେଶନର ପ୍ରଥମ ପର୍ଯ୍ୟାୟ ଶେଷ । ବିରୋଧୀଙ୍କ ହଟ୍ଟଗୋଳ ମଧ୍ୟରେ ସରିଲା ପ୍ରଥମ ପର୍ଯ୍ୟାୟ ଶେଷ ଦିନ । ଆସନ୍ତା ୧୦ ତାରିଖ ପର୍ଯ୍ୟନ୍ତ ଗୃହକୁ ମୁଲତବି କଲେ ବାଚସ୍ପତି ।

Leave a Reply

Your email address will not be published. Required fields are marked *