୨ଟାରୁ ୬ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ
ଆଜି ଅପରାହ୍ନ ୨ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଦର୍ଶନ ବନ୍ଦ।
ଚିତାଲାଗି ଅମାବାସ୍ୟାରେ ମହାପ୍ରଭୁଙ୍କ ମସ୍ତକରେ ଚିତା ଲାଗି ହେବ।
ମହାପ୍ରଭୁଙ୍କ ମସ୍ତକରେ ଚିତା ଲାଗି ନୀତି ପାଇଁ ଦର୍ଶନ ବନ୍ଦ ରହିବ।