Warning: Attempt to read property "post_excerpt" on null in /home/jagratbharatnews/public_html/wp-content/themes/newsup/inc/ansar/hooks/hook-index-main.php on line 116
Spread the love

୨୦ କୋଟି ମାନବ ଦିବସ ସୃଷ୍ଟି ପାଇଁ ଲକ୍ଷ୍ୟ

 

ଜେ  ବି ଏନ, ୧୬/୧୨/୨୦୨୦, (ରିପୋର୍ଟ, ସୁଶୀଲ କୁମାର), ଭୁବନେଶ୍ବର : ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍ସିଂ ଜରିଆରେ ସବୁ ଜିଲ୍ଲାରେ ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ରୋଜଗାର ଯୋଜନା ଏବଂ ସହରାଞ୍ଚଳ ରୋଜଗାର ଯୋଜନା ଆଦିର କାର୍ଯ୍ୟକାରୀତା ସଂପର୍କରେ ସମୀକ୍ଷା କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ କୋଭିଡ ମହାମାରୀ ସମସ୍ତଙ୍କ ପାଇଁ ଏକ ଆହ୍ବାନ ସୃଷ୍ଟି କରିଛି ।