Spread the love

ଭୂବନେଶ୍ବର, ୧୯/୧୨ : ଆସନ୍ତା ୨୬ ତାରିଖରେ ବିଜେଡି ୨୮ ବର୍ଷରେ ପଦାର୍ପଣ କରିବ। ସବୁ ନିର୍ବାଚନମଣ୍ଡଳୀରେ ଦଳର ୨୮ତମ ପ୍ରତିଷ୍ଠା ଦିବସ ପାଳନ କରାଯିବା ନେଇ ଦଳୀୟ କର୍ମକର୍ତ୍ତାଙ୍କୁ ଚିଠି ଲେଖି ବିଜେଡି ସଭାପତି ନବୀନ ପଟ୍ଟନାୟକ ଅବଗତ କରାଇଛନ୍ତି। ଏହା ସହ ଲୋକଙ୍କ ସେବା କରିବାକୁ ​‌ସେ ଆହ୍ବାନ ଦେଇଛନ୍ତି। ପ୍ରତିଷ୍ଠା ଦିବସରେ ବିଜେଡିର ଛାମୁଆ ନେତା ତଥା ଶୁଭେଚ୍ଛୁଙ୍କୁ ନେଇ ସଭା କରାଯିବ।

ଏଥିରେ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ଜନବିରୋଧୀ କାର୍ଯ୍ୟକ୍ରମ ନେଇ ଆଲୋଚନା କରାଯିବ।

Leave a Reply

Your email address will not be published. Required fields are marked *