୨୦୧୭-୧୮ରୁ ୨୦୨୧-୨୨ ମଧ୍ୟରେ ୨୭୭୬ ବନ୍ୟଜନ୍ତୁଙ୍କ ମୃତ୍ୟୁ ଘଟିଛି, ୪୧୬ ହାତୀ ମରିଛନ୍ତି, ହାତୀ ଉପଦ୍ରବରୁ ୬୬୯ ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି;। ଗୃହରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ପ୍ରଦୀପ ଅମାତଙ୍କ ସୂଚନା ।