ସମସ୍ତ ସରକାରୀ ଉଚ୍ଚ ବିଦ୍ୟାଳୟରେ ହେବ ‘ସ୍କୁଲ କ୍ଲବ’
ଭୁବନେଶ୍ବର: ସମସ୍ତ ସରକାରୀ ଉଚ୍ଚ ବିଦ୍ୟାଳୟରେ ହେବ ‘ସ୍କୁଲ କ୍ଲବ’ । ଆସନ୍ତା ୨୦୨୩-୨୪ ଶିକ୍ଷାବର୍ଷଠାରୁ ପ୍ରାରମ୍ଭିକ ପର୍ଯ୍ୟାୟରେ ରୂପାନ୍ତରିତ ବିଦ୍ୟାଳୟମାନଙ୍କରେ ‘ସ୍କୁଲ କ୍ଲବ୍’ର ପ୍ରଚଳନ କରାଯିବ। ଏହି କ୍ଲବ୍ଗୁଡ଼ିକର ନାମ ଯଥାକ୍ରମେ ସାହିତ୍ୟ ସୃଜନୀ, ଜିଜ୍ଞାସା, କୌଶଳୀ ଏବଂ କ୍ରିଡାଙ୍ଗନ…
