ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ମେଲାଣି ମହୋତ୍ସବ
ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ମେଲାଣି ମହୋତ୍ସବ ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଆଦିବାସୀ ମହାବିଦ୍ୟାଳୟ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ମେଲାଣି ମହୋତ୍ସବ ଆୟୋଜିତ ହୋଇଯାଇଛି। ପ୍ରଥମେ ଶ୍ରୀ ଜଗନ୍ନାଥଙ୍କ…
