ବାର୍ଷିକ ଜିଲ୍ଲା ସ୍ତରୀୟ ଶାରୀରିକ ଶିକ୍ଷା ଶିକ୍ଷକ ସମ୍ମିଳନୀ ଅନୁଷ୍ଠିତ
ବାର୍ଷିକ ଜିଲ୍ଲା ସ୍ତରୀୟ ଶାରୀରିକ ଶିକ୍ଷା ଶିକ୍ଷକ ସମ୍ମିଳନୀ ଅନୁଷ୍ଠିତ । ଅନୁଗୋଳ – ଗତକାଲି ଅନୁଗୋଳ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ବାର୍ଷିକ ଜିଲ୍ଲା ସ୍ତରୀୟ ଶାରୀରିକ ଶିକ୍ଷା ଶିକ୍ଷକ ସମ୍ମିଳନୀ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ନିରଞ୍ଜନ…
