Month: August 2023

ଆଜି ସିଂହ ସଂକ୍ରାନ୍ତି ଥିବାରୁ ମା ତାରିଣୀଙ୍କର ବିଶେଷ ପୂଜା

ଆଜି ସିଂହ ସଂକ୍ରାନ୍ତି ଥିବାରୁ ମା ତାରିଣୀଙ୍କର ବିଶେଷ ପୂଜା ଢେଙ୍କାନାଳ ଗାନ୍ଧୀ ମନ୍ଦିର ରୋଡ଼ ସ୍ଥିତ ମା ତାରିଣୀଙ୍କ ପିଠରେ ଆଜି ସିଂହ ସଂକ୍ରାନ୍ତି ଥିବାରୁ ମା’ତାରିଣୀଙ୍କର ବିଶେଷ ପୂଜାର୍ଚ୍ଚନା କରାଯାଇଥିଲା ପ୍ରାତଃ ରୁ ମଙ୍ଗଳ ଆଳତି ମହାସ୍ନାନ ନୂତନ…

ଆଜି ସିଂହ ସଂକ୍ରାନ୍ତି ଥିବାରୁ ସିଦ୍ଧ ବଳରାମଜୀଉଙ୍କର ବିଶେଷ ପୂଜା

ଆଜି ସିଂହ ସଂକ୍ରାନ୍ତି ଥିବାରୁ ସିଦ୍ଧ ବଳରାମଜୀଉଙ୍କର ବିଶେଷ ପୂଜା ଢେଙ୍କାନାଳ କୈବଲ୍ୟ ବଜାର ସ୍ଥିତ ସିଦ୍ଧ ବଳରାମଜୀଉଙ୍କ ମନ୍ଦିର ପ୍ରାଙ୍ଗଣରେ ଆଜି ସିଂହ ସଂକ୍ରାନ୍ତି ଥିବାରୁ ବିଶେଷ ପୂଜାର୍ଚ୍ଚନା କରାଯାଇଥିଲା। ପ୍ରାତଃ ରୁ ମଙ୍ଗଳ ଆଳତି ମହାସ୍ନାନ ବସ୍ତ୍ର ବିଭିନ୍ନ…

ଏଥରକୁ ମିଶାଇ ଲାଲ୍ କିଲ୍ଲାରେ ଦଶ ଥର ପତାକା ଉତ୍ତୋଳନ କରିଛନ୍ତି ପ୍ରଧାନ ମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ – ଚଳିତ ବର୍ଷ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନୂଆଦିଲ୍ଲୀର ଲାଲକିଲ୍ଲାରେ ଜାତୀୟ ପତାକା ଉତ୍ତୋଳନ କରି ଏକ ନୂଆ ରେକର୍ଡ କରିଛନ୍ତି। ସେ ବର୍ତ୍ତମାନ ଦଶ ଥର ଜାତୀୟ ପତାକା ଉତ୍ତୋଳନ କରି ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ସମକକ୍ଷ…

ରାଜ୍ୟ ବିଧାନସଭା ପରିସରରେ ସୁଉଚ୍ଚ ଜାତୀୟ ପତାକା ସ୍ତମ୍ଭ

ରାଜ୍ୟ ବିଧାନସଭା ପରିସରରେ ସୁଉଚ୍ଚ ଜାତୀୟ ପତାକା ସ୍ତମ୍ଭ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଆଜି ଅପରାହ୍ନରେ ଉଦଘାଟିତ ହୋଇଯାଇଛି। ଉଦଘାଟନ ପରେ ରାଜ୍ୟ ପୋଲିସ ବ୍ୟାଣ୍ଡ ଦ୍ୱାରା ଜାତୀୟ ସଂଗୀତ ବାଦନ କରାଯାଇଥିଲା। ସୂଚନାଯୋଗ୍ୟ ଯେ, ଏହି…

ବଢିଲା ଖରିଫ୍ ଧାନ ସଂଗ୍ରହ ପଞ୍ଜିକରଣ ସମୟ

ଖରିଫ ଧାନ ସଂଗ୍ରହ ନିମନ୍ତେ ଚାଷୀମାନଙ୍କ ପଞ୍ଜିକରଣ ଅବଧିକୁ ଚଳିତ ଅଗଷ୍ଟ ୨୨ ତାରିଖ ପର୍ଯ୍ୟନ୍ତ ସଂପ୍ରସାରଣ କରାଯାଇଛି। ସେହିଭଳି ସମିତିଗୁଡିକ ଦ୍ବାରା ଫର୍ମ୍ ଡିଜିଟାଇଜେସନ ପ୍ରକ୍ରିୟା ନିମନ୍ତେ ଅବଧିକୁ ୨୮ ଅଗଷ୍ଟ ୨୦୨୩ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। Post…

ବରଗଡ ଜିଲ୍ଲାରେ ୩ଟି ବୃହତ ସେତୁର ନିର୍ମାଣ ପାଇଁ ୩୯ କୋଟି ଟଙ୍କା ମଞ୍ଜୁର

ବରଗଡ ଜିଲ୍ଲାରେ ୩ଟି ବୃହତ ସେତୁର ନିର୍ମାଣ ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ୩୯ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଏହି ୩ଟି ନୂତନ ସେତୁ ଦ୍ବାରା ଜିଲ୍ଲାର ପ୍ରାୟ ୭.୨୫ ଲକ୍ଷ ଲୋକ ଉପକୃତ ହେବେ। ଏହାଦ୍ବାରା…

୭୭ତମ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ସମାରୋହରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି

୭୭ତମ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ସମାରୋହରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ଏହି ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ରାଜ୍ୟବାସୀଙ୍କୁ ଉଦ୍‌ବୋଧନ: “ପ୍ରିୟ ଭାଇ ଓ ଭଉଣୀମାନେ, ଆଜି ୧୫ ଅଗଷ୍ଟ । ସ୍ୱାଧୀନତା ଦିବସ।…

‘ସମ୍ଭବ’ ଓ ‘ସ୍ପର୍ଶ’ କାର୍ଯ୍ୟକ୍ରମ ଉଦ୍‌ଘାଟିତ

‘ସମ୍ଭବ’ ଓ ‘ସ୍ପର୍ଶ’ କାର୍ଯ୍ୟକ୍ରମ ଉଦ୍‌ଘାଟିତ । ଅନୁଗୋଳ ୧୬.୮:- ୭୭ତମ ସ୍ୱାଧନତା ଦିବସ ଅବସରରେ ମୁଖ୍ୟ ଅତିଥୁ ଓଡିଶାର ମାନ୍ୟବର ଶିକ, ସୂକ୍ଷ୍ମ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ, ଶକ୍ତି ମନ୍ତ୍ରୀ ଶ୍ରୀଯୁକ୍ତ ପ୍ରତାପ କେଶରୀ ଦେବ ସ୍ଥାନୀୟ ସଭାଘର…

ଜିଲ୍ଲା ସ୍ତରୀୟ ୭୭ତମ ସ୍ବାଧୂନତା ଦିବସ ପାଳିତ – ଅନୁଗୋଳ

ଜିଲ୍ଲା ସ୍ତରୀୟ ୭୭ତମ ସ୍ବାଧୂନତା ଦିବସ ପାଳିତ ଅନୁଗୋଳ ୧୬/୮ – ଜିଲ୍ଲା ସ୍ତରୀୟ ୭୭ ତମ ସ୍ନାଧୁନତା ଦିବସ ସମାରୋହ ଗତକାଲି ଅନୁଗୋଳରେ ମହାସମାରୋହରେ ପାଳିତ ହୋଇଯାଇଛି । ଅନୁଗୋଳ ପୋଲିସ ଟ୍ରେନିଂ କଲେଜ ପଡିଆ ଠାରେ ଆୟୋଜିତ ଉଦରେ…

ଟାଙ୍ଗିଆ ଚୋଟରେ ବୃଦ୍ଧଙ୍କ ମୃତ୍ୟୁ: ହତ୍ୟାକାରୀ ଥାନାରେ ଅଟକ

ଟାଙ୍ଗିଆ ଚୋଟରେ ବୃଦ୍ଧଙ୍କ ମୃତ୍ୟୁ: ହତ୍ୟାକାରୀ ଥାନାରେ ଅଟକ ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ନୂଆସାହିର ଆମ୍ବସାହି ଠାରେ ବୁଧବାର ଅପରାହ୍ନ ରେ ଦେଖିବାକୁ ମିଳିଛି ଏକ ଅଭାବନୀୟ ଘଟଣା | ବାଲିଗୁଡ଼ା ନୁଆସାହିର ମାଧବ…

You missed