“ମୋ ଘର” ଯୋଜନାରେ ପକ୍କା ଘର ନିର୍ମାଣ ପାଇଁ ଆଶାୟୀ ଆବେଦନକାରୀମାନଙ୍କୁ ବ୍ୟାଙ୍କ ତରଫରୁ ଋଣ ପ୍ରଦାନ ସମ୍ପର୍କରେ ବୈଠକ
“ମୋ ଘର” ଯୋଜନାରେ ପକ୍କା ଘର ନିର୍ମାଣ ପାଇଁ ଆଶାୟୀ ଆବେଦନକାରୀମାନଙ୍କୁ ବ୍ୟାଙ୍କ ତରଫରୁ ଋଣ ପ୍ରଦାନ ସମ୍ପର୍କରେ ଏକ ବୈଠକ ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ରାଜ୍ୟ ପଞ୍ଚାୟତିରାଜ ପାନୀୟ ଜଳ…
