୬୫ ହଜାର ଗରିବ ପରିବାରକୁ ଭୂମି ଅଧିକାର ପ୍ରମାଣ ପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ
ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଭୁବନେଶ୍ୱର, କଟକ, ବ୍ରହ୍ମପୁର, ସମ୍ବଲପୁର ଓ ରାଉଲକେଲା ମହାନଗର ନିଗମର ୬୫ ହଜାର ଗରିବ ପରିବାରକୁ ଭୂମି ଅଧିକାର ପ୍ରମାଣ ପତ୍ର ପ୍ରଦାନ କରିଛନ୍ତି। ଏହି…
