ଓର୍ମାସ୍ ପକ୍ଷରୁ ଧୂପକାଠି ପ୍ରସ୍ତୁତ କରୁଥିବା ମହିଳା ଏସ୍ଏଚ୍ଜି ସଦସ୍ୟମାନଙ୍କୁ ଆର୍ଥିକ ପ୍ରୋତ୍ସାହନ ସ୍ବରୂପ ସାଇକେଲ୍ ବଣ୍ଟନ
ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ଅଧିନସ୍ଥ ଓର୍ମାସ୍ ପକ୍ଷରୁ ଧୂପକାଠି ପ୍ରସ୍ତୁତ କରୁଥିବା ମହିଳା ଏସ୍ଏଚ୍ଜି ସଦସ୍ୟମାନଙ୍କୁ ଆର୍ଥିକ ପ୍ରୋତ୍ସାହନ ସ୍ବରୂପ ସାଇକେଲ୍ ବଣ୍ଟନ କରାଯାଇଛି। ବିଭାଗୀୟ ମନ୍ତ୍ରୀ ଶ୍ରୀ ପ୍ରଦୀପ କୁମାର ଅମାତ ଓରମାସ୍ ପକ୍ଷରୁ ଆୟୋଜିତ ଏକ କାର୍ଯ୍ୟକ୍ରମରେ…
